Masthead

ଆଇ ପି ଏଲ ଦିଲ୍ଲୀ ର ବିଜୟ

ଦୁବାଇ: ଚାଲିଥିବାଇଣ୍ଡିଆନ୍ ପ୍ରିମିୟର ଲିଗ୍‌(ଆଇପିଏଲ)ର ଶୁକ୍ରବାର ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ୍ ଦ୍ବିତୀୟ ପରାଜୟ ସ୍ୱୀକାର କରିଛି।  ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ୪୪ ରନରେ ହାରିଯାଇଛି ଚେନ୍ନାଇ। ୧୭୬ ରନର ବିଜୟ ଲକ୍ଷ ହାସଲ କରି ନ ପାରି ହାରିଲା ।
ଚେନ୍ନାଇର ର ସେନ୍ ୱାଟସନ୍ ଓ ମୂରଲୀ ବିଜୟ , ଋତୁରାଜ ୧୪ , ୧୦ ଓ ୫ ରନରେ ଆଉଟ୍ ହୋଇଯାଇଥିଲେ। କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନୀ ପଡ଼ିଆକୁ ଆସି ମ୍ୟାଚ ସୁଧାରିବାକୁ ଚାହିଁଥିଲେ, ମାତ୍ର ସେ ୧୫ ରନ୍ କରି ଆଉଟ୍ ହୋଇଯାଇଥିଲେ। ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ଚେନ୍ନାଇ ଦଳ ୧୩୧ ରନ କରିବାକୁ ସକ୍ଷମ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା