Masthead

ଆଜି ଭାରତ ବନ୍ଦ !

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ କୃଷି କ୍ଷେତ୍ର ସଂକ୍ରାନ୍ତ ବିଧେୟକ ସଂସଦରେ ଗୃହୀତ ହେବା ପ୍ରତିବାଦରେ
ଓଡ଼ିଶାର ନବନିର୍ମାଣ କୃଷକ ସଂଗଠନ ସମେତ ଦେଶବ୍ୟାପୀ ୨୪ଟି କୃଷକ ସଂଗଠନ ଓ ୧୮ଟି ରାଜନୈତିକ ଦଳ ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି।
ଭାରତୀୟ କିଶାନ ୟୁନିୟନ (ବିକେୟୁ), ଅଲଇଣ୍ଡିଆ କୃଷକ ସଂଗଠନ (ଏଆଇଏଫୟୁ), ଅଖିଳ ଭାରତ କିଶାନ ସଂଘର୍ଷ ସମନ୍ବୟ କମିଟି (ଏଆଇକେଏସସିସି) ଓ ଅଲ୍‌ ଇଣ୍ଡିଆ କିଶାନ ମହାସଙ୍ଘ (ଏଆଇକେଏମ), ଓଡ଼ିଶାର ନବନିର୍ମାଣ କୃଷକ ସଂଗଠନ, ଆମଜନତା ଅଧିକାର ସମେତ ଦେଶବ୍ୟାପୀ ୨୪ଟି କୃଷକ ସଂଗଠନ ଓ ୧୮ଟି ରାଜନୈତିକ ଦଳ ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଆସୁନାହାନ୍ତି ଡ଼ାକ୍ତର, ଫାର୍ମାସିଷ୍ଟ ଲେଖୁଛନ୍ତି ପ୍ରେସ୍କିପସନ୍ 🔴 ଜଗନ୍ନାଥ ବନପ୍ରକଳ୍ପ ନାମରେ ଲକ୍ଷାଧିକ ଟଙ୍କା ହଡ଼ପ 🔴 ଭାରତ ଓ ନ୍ୟୁଜିଲାଣ୍ଡ ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ 🔴 ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଆସୁନାହାନ୍ତି ଡ଼ାକ୍ତର, ଫାର୍ମାସିଷ୍ଟ ଲେଖୁଛନ୍ତି ପ୍ରେସ୍କିପସନ୍ 🔴 ଜଗନ୍ନାଥ ବନପ୍ରକଳ୍ପ ନାମରେ ଲକ୍ଷାଧିକ ଟଙ୍କା ହଡ଼ପ 🔴 ଭାରତ ଓ ନ୍ୟୁଜିଲାଣ୍ଡ ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ 🔴 ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି