Masthead

ଆର ପାରିରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ମହାପାତ୍ର

ପୁରୀ : ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସୁଭଦ୍ରାଙ୍କ ବାଡ଼ଗ୍ରାହୀ ପ୍ରେମାନନ୍ଦ ଦାସ ମହାପାତ୍ର ଆଉ ନାହାନ୍ତି ।
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ଆଜି ସକାଳ ପୁରୀ ମେଡ଼ିକାଲରେ ହୃଦଘାତରେ ପରଲୋକ, ପରିଚାଳନା କମିଟିର ପୂର୍ବତନ ସଦସ୍ୟ ସମେତ ୧୦ ବର୍ଷ ଧରି ଦଇତାପତି ନିଯୋଗରେ ସଭାପତି ରହିଥିଲେ, କୋରୋନାରୁ ଆରୋଗ୍ୟ ହୋଇ ୨ଦିନ ତଳେ ଘରକୁ ଫେରିଥିଲେ ପ୍ରେମାନନ୍ଦ ।
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ର ନିକଟରେ ହାଇଟେକ୍ ରୁ କରୋନା ଚିକିତ୍ସା ହୋଇ ପୁରୀ ଫେରିଥିଲେ ଓ ଚିକିତ୍ସା ଉପରାନ୍ତେ ସାତ ଦିନିଆ ସଙ୍ଗରୋଧରେ ଥିଲେ! କାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନା ଅଣାଯିବା ସତ୍ତ୍ବେ ଜୀବନ ରକ୍ଷା କରାଯାଇ ପାରିନଥିଲା l
ପ୍ରେମାନନ୍ଦଙ୍କ ବିୟୋଗରେ ପୁରୀ ସେବାୟତ ମହଲରେ ଶୋକର ଛାୟା ଖେଳି ଯାଇଛି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର