Masthead

ଆସନ୍ତାକାଲି ଶପଥ ନେବେ ଦୀପାଲି

ଭୁବନେଶ୍ୱର (ବଡ଼ ଖବର): ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହେବା ପରେ ନବୀନ ନିବାସରେ ଦୀପାଲି ଦାସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ନେଇଥିଲେ ଆଶୀର୍ବାଦ । ଆସନ୍ତାକାଲି ସେ ବିଧାନସଭାର ସଦସ୍ୟ ଭାବେ ନେବେ ଶପଥ। ଉପ ବାଚସ୍ପତି ରଜନୀକାନ୍ତ ସିଂହ ଦୀପାଲିଙ୍କୁ ଶପଥପାଠ କରାଇବେ । ଶପଥ ନେବା ପରେ ହୁଏତ ମନ୍ତ୍ରିମଣ୍ଡଳର ଅଦଳବଦଳରେ ତାଙ୍କୁ ମିଳିପାରେ ସ୍ଥାନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର