Masthead

ଆସନ୍ତା ୨୯ ତାରିଖ ଆରମ୍ଭ ହେବ ବିଧାନସଭା ଅଧିବେଶନ ।

ଆସନ୍ତା ୨୯ ତାରିଖ ଆରମ୍ଭ ହେବ ବିଧାନସଭା ଅଧିବେଶନ, ଏଥର କରୋନା ପରିଚାଳନା ଓ ବିଦ୍ୟୁତ ବିଲ ବୃଦ୍ଧିକୁ ନେଇ ସରକାରଙ୍କୁ ଘେରିବେ ବିରୋଧୀ, ଏଭଳି ସ୍ଥିତିର ମୁକାବିଲା ପାଇଁ ବିଜେଡି ପ୍ରସ୍ତୁତ କରିବ ରଣନୀତି l ବିଧାନସଭା ରଣନୀତି ପ୍ରସ୍ତୁତ ଆସନ୍ତା ୨୮ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ । ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅପରାହ୍ନ ୫.୩୦ ରେ ବସିବ ବୈଠକ । ଦଳର ସମସ୍ତ ବିଧାୟକ ବୈଠକରେ ଉପସ୍ଥିତ ରହିବାକୁ ଜାରି ହେଲା ହୁଇପ । ବୈଠକରେ ଉପସ୍ଥିତ ରହିବା ପାଇଁ ଚିଠି ଲେଖିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିରୋଧୀଙ୍କୁ ସାମ୍ନା କରିବାକୁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ରଣନୀତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ