Masthead

ଆସିଲା ଅନଲକ ୫.୦

ବଡ଼ ଖବରବ୍ୟୁରୋ

ଅକ୍ଟୋବର ୧୫ ରୁ ଦେଶରେ ଖୋଲିବ ସମସ୍ତ ସିନେମା ହଲ୍ ।
୫୦% ଦର୍ଶକ ଙ୍କୁ ନେଇ ଚାଲିବ ସିନେମା ହଲ୍ ଓ ଥିଏଟର ।

ଶିକ୍ଷା ଅନୁଷ୍ଠାନ ଖୋଲିବା ନେଇ ଅକ୍ଟୋବର ୧୫ ରେ ନେବେ ନିଷ୍ପତି ସବୁ ରାଜ୍ୟ ର ମୁଖ୍ୟମନ୍ତ୍ରୀ ।

ଖାଲି ପ୍ରଶିକ୍ଷଣ ପାଇଁ ଖୋଲିବ ସୁଇମିଂପୁଲ୍ ଏ ନେଇ ଏସ ଓ ପି ଜାରୀ କରିବେ ଯୁବ ଓ କ୍ରୀଡ଼ା ମନ୍ତ୍ରାଳୟ।

ଅକ୍ଟୋବର ୩୧ ଯାଏଁ କଣ୍ଟେ୍ନମେଣ୍ଟ ଜୋନ୍ ରେ ବଳବତ୍ତର ରହିବ
ଲକଡାଉନ୍ କିନ୍ତୁ ଅକ୍ଟୋବର ୧୫ ତାରିଖ ପରେ କଣ୍ଟେ୍ନମେଣ୍ଟ ଜୋନ ବାହାରେ ଚାଲିବ ସମସ୍ତ କାର୍ଯ୍ୟକଳାପ ।ଏ ନେଇ ଗୃହ ମନ୍ତ୍ରାଳୟ ଜାରି କରିଛି ଗାଇଡ୍ ଲାଇନ୍ ।

ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ନଥିଲେ କିମ୍ବା ଅତ୍ୟାବଶ୍ୟକ କାର୍ଯ୍ୟ ନ ଥିଲେ ୬୬ ବର୍ଷ ଲୋକ, ଗର୍ଭବତୀ ମହିଳା ଓ ୧୦ ବର୍ଷ ରୁ କମ୍ ଶିଶୁ ମାନଙ୍କୁ ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି