Masthead

ଏପ୍ରିଲ ୨୫ରୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: (ବଡ଼ ଖବର ବ୍ୟୁରୋ): ଅସହ୍ୟ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି । ଏପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର । ୨୨ ରୁ ୨୪ ଯାଏଁ ସକାଳ ୬ ଟା ୩୦ରୁ ୧୦ ଟା ୩୦ ପାଠପଢା । ରାଜ୍ୟରେ ବଢିଚାଲିଛି ଗ୍ରୀଷ୍ମପ୍ରବାହ ସକାଳ ୮ ଟା ସୁଦ୍ଧା ରାଜ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୩୮ ଡିଗ୍ରୀ ପାର କରୁଥିବାବେଳେ ଘରୁ ବାହାରିବା ଲୋକଙ୍କ ପାଇଁ କଷ୍ଟସାଧ୍ୟ ହୋଇଛି । ସାମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ