Masthead

ଓଡିଶା ଆସିବେ ପ୍ରିୟଙ୍କା ଓ ରାହୁଲ, ୨୨ରେ କଂଗ୍ରେସର ରାଜ୍ୟକାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୨ ତାରିଖରେ ବସୁଛି କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା ତା ଉପରେ ନଜର । ଦୁଇ ଭେଟେରାନ ନେତାଙ୍କ ନିଲମ୍ବନ ପରେ ବସୁଛି ଏହି କାର୍ଯ୍ୟକାରିଣୀ ବୈଠକ ।

ମହମ୍ମଦ ମୋକିମ ଓ ଚିରଞ୍ଜିବୀ ବିଶ୍ୱାଳଙ୍କୁ ନିଲମ୍ବନ କରିଛି ଦଳ । ବୈଠକରେ ନିଲମ୍ବନ ଆଦେଶକୁ ନେଇ ହୋଇପାରେ ଆଲୋଚନା । ରାହୁଲ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଓଡିଶା ଗସ୍ତକୁ ନେଇ ମଧ୍ୟ ହୋଇପାରେ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ୫ ଦିନ ପ୍ରବଳ ବର୍ଷା 🔴 ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ