Masthead

ଖୋର୍ଦ୍ଧା ରେ ହାତୀ ଆତଙ୍କ

ଖୋର୍ଦ୍ଧା : (ବଡ଼ ଖବର ବ୍ୟୁରୋ)  ସହର ଭିତରକୁ ପଶିଲେ ହାତୀ। ଗତ ବିଳମ୍ବିତ ରାତିରେ ଦୁଇଟି ଦନ୍ତା ହାତୀ ଖୋର୍ଦ୍ଧା ସଦର ମୁଖ୍ୟ ଚିକତ୍ସାଳୟ ପରିସରକୁ ପାଚେରୀ ଭାଙ୍ଗି ପଶି ଚକ୍ଷୁ ବିଭାଗ ନିକଟରେ ଥିବା ଷ୍ଟାଫ୍ କ୍ୱାଟର ନିକଟରେ ବୁଲୁ ଥିବା ଦେଖିବାକୁ ମିଳି ଥିଲା । ବର୍ତ୍ତମାନ  ସମସ୍ତେ ଭୟଭିତ ଅଛନ୍ତି। ଖବର ପାଇ ସ୍ଥାନୀୟ ପୋଲିସ ଏବଂ ବନ ବିଭାଗ ଘଟଣା ସ୍ଥଳରେ ପହଁଚି ହାତୀ ଦୁଇଟି କୁ ଘୋଉଡ଼ାଇ ଜଙ୍ଗଲରେ ଛାଡ଼ିବା ପାଇଁ ବନ ବିଭାଗ ଉଦ୍ୟମ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବିଦ୍ରୋହ ଭିତରେ ଆଜି ବସିବ ବିଜେଡିର ପ୍ରଥମ ପିଏସି ବୈଠକ 🔴 ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ 🔴 କାଲି ମୁନ୍ନା ଆଜି ରାଜା 🔴 ‘ଟ୍ରେଲର ଦେଖିଛନ୍ତି, ଫିଲ୍ମ ବାକି ଅଛି’ 🔴 ପାକିସ୍ତାନକୁ ଆଇଏମଏଫର ସହାୟତା, ଟ୍ରମ୍ପଙ୍କୁ ସମାଲୋଚନା 🔴 ପଇଡ଼ ପାଇଁ ଘରେ ପଶି ହାଣି ଦେଲେ 🔴 ବାଣ ଫୁଟି ୪ ଶିଶୁ ଆହତ 🔴 ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ 🔴 ବିଦ୍ରୋହ ଭିତରେ ଆଜି ବସିବ ବିଜେଡିର ପ୍ରଥମ ପିଏସି ବୈଠକ 🔴 ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ 🔴 କାଲି ମୁନ୍ନା ଆଜି ରାଜା 🔴 ‘ଟ୍ରେଲର ଦେଖିଛନ୍ତି, ଫିଲ୍ମ ବାକି ଅଛି’ 🔴 ପାକିସ୍ତାନକୁ ଆଇଏମଏଫର ସହାୟତା, ଟ୍ରମ୍ପଙ୍କୁ ସମାଲୋଚନା 🔴 ପଇଡ଼ ପାଇଁ ଘରେ ପଶି ହାଣି ଦେଲେ 🔴 ବାଣ ଫୁଟି ୪ ଶିଶୁ ଆହତ 🔴 ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର