Masthead

ଖୋର୍ଦ୍ଧା ରେ ହାତୀ ଆତଙ୍କ

ଖୋର୍ଦ୍ଧା : (ବଡ଼ ଖବର ବ୍ୟୁରୋ)  ସହର ଭିତରକୁ ପଶିଲେ ହାତୀ। ଗତ ବିଳମ୍ବିତ ରାତିରେ ଦୁଇଟି ଦନ୍ତା ହାତୀ ଖୋର୍ଦ୍ଧା ସଦର ମୁଖ୍ୟ ଚିକତ୍ସାଳୟ ପରିସରକୁ ପାଚେରୀ ଭାଙ୍ଗି ପଶି ଚକ୍ଷୁ ବିଭାଗ ନିକଟରେ ଥିବା ଷ୍ଟାଫ୍ କ୍ୱାଟର ନିକଟରେ ବୁଲୁ ଥିବା ଦେଖିବାକୁ ମିଳି ଥିଲା । ବର୍ତ୍ତମାନ  ସମସ୍ତେ ଭୟଭିତ ଅଛନ୍ତି। ଖବର ପାଇ ସ୍ଥାନୀୟ ପୋଲିସ ଏବଂ ବନ ବିଭାଗ ଘଟଣା ସ୍ଥଳରେ ପହଁଚି ହାତୀ ଦୁଇଟି କୁ ଘୋଉଡ଼ାଇ ଜଙ୍ଗଲରେ ଛାଡ଼ିବା ପାଇଁ ବନ ବିଭାଗ ଉଦ୍ୟମ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କମିଲା ଶୀତ, ବଢିବ ରାତି ତାପମାତ୍ରା 🔴 ଜଗତସିଂହପୁରରେ ଘରୋଇ ବସ୍ ଚଳାଚଳ ସ୍ବାଭାବିକ 🔴 ରାତି ଅଧରେ ବୁଲିଲା ଖଣ୍ଡା 🔴 କାର ଅଟୋ ମୁହା-ମୁହିଁ ଅଟୋ, ଚାଳକ ଜୀବନ୍ତ ଦଗ୍ଧ 🔴 ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା 🔴 ଆଜିଠୁ କମିବ ଶୀତ 🔴 ଖସିଲା ପାରଦ, ବଢିଲା ଶୀତ 🔴 ନୃସଂଶ ସ୍ଵାମୀର ଅମାନୁଷିକ କାଣ୍ଡ 🔴 ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି 🔴 ପୂରା ରାଜ୍ୟକୁ ଥରାଇବ ଶୀତ 🔴 କମିଲା ଶୀତ, ବଢିବ ରାତି ତାପମାତ୍ରା 🔴 ଜଗତସିଂହପୁରରେ ଘରୋଇ ବସ୍ ଚଳାଚଳ ସ୍ବାଭାବିକ 🔴 ରାତି ଅଧରେ ବୁଲିଲା ଖଣ୍ଡା 🔴 କାର ଅଟୋ ମୁହା-ମୁହିଁ ଅଟୋ, ଚାଳକ ଜୀବନ୍ତ ଦଗ୍ଧ 🔴 ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା 🔴 ଆଜିଠୁ କମିବ ଶୀତ 🔴 ଖସିଲା ପାରଦ, ବଢିଲା ଶୀତ 🔴 ନୃସଂଶ ସ୍ଵାମୀର ଅମାନୁଷିକ କାଣ୍ଡ 🔴 ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି 🔴 ପୂରା ରାଜ୍ୟକୁ ଥରାଇବ ଶୀତ