Masthead

ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଙ୍କୁ କୋରନା |

ଭୁବନେଶ୍ୱର :କରୋନା ରେ ପୀଡିତ ହେଲେ ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାସ ଏ ନେଇ ,ତାଙ୍କ ସ୍ତ୍ରୀ ନିଜେ ସୂଚନା ଦେଇଛନ୍ତି | ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଥିବା କହିଛନ୍ତି |ତାଙ୍କ ସଂସ୍ପର୍ଶ ରେ ଯେଉଁମାନେ ଆସିଛନ୍ତି ସେମାନେ କରୋନା ପରୀକ୍ଷା କରାଇ ନେବା ପାଇଁ ଅନୁରୋଧ କରିଛନ୍ତି|

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ 🔴 ପାର୍କ ନାଁରେ ହରିଲୁଟ 🔴 ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ 🔴 ଆଡପ ମଣ୍ଡପରେ ମହାପ୍ରଭୁ 🔴 ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ 🔴 ଜନ୍ମ ବେଦୀକୁ ବିଜେ କରିବେ ମଣିମା 🔴 ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୁରୀରେ ଅଘଟଣ, ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ 🔴 ଏକାଠି ଜଳିଲା ତିନି ଭାଇଙ୍କ ଜୁଇ 🔴 ଆଉ ନାହାନ୍ତି କାଣ୍ଟା ଲଗା ଫେମ୍ ସେଫାଳୀ 🔴 ନବୀନଙ୍କୁ ପାଣ୍ଡିଆନଙ୍କ ହାଇଜାକ୍!…ହସ୍ପିଟାଲ ସାକ୍ଷୀ