Masthead

ଚିଲିକାରେ ଆଉ ଏକ ନୂଆ ଭସାପୋଲ

କୃଷ୍ଣପ୍ରସାଦ:
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକକୁ ଯାତାୟାତ କରିବା ପାଇଁ ଆଉ ଏକ ନୂତନ ଭସାପୋଲ ଚିଲିକାରେ ଚଳାଚଳ ଆରମ୍ଭ ହୋଇଛି । ଦୀର୍ଘଦିନ ଧରି ଅଞ୍ଚଳ ବାସୀଙ୍କର ଦାବି ପରେ ସିଡିଏ କର୍ତ୍ତୃପକ୍ଷ ଚିଲିକା ରେ ଆଉ ଏକ ଭସାପୋଲ ନିୟୋଜିତ କରିଛନ୍ତି । ଯାହାକି ଚିଲିକା ଟାପୁରେ ଥିବା କୃଷ୍ଣପ୍ରସାଦ ବ୍ଳକ ବାସୀ ସାତପଡ଼ା ଠାରୁ ଜହ୍ନିକୁଦା ଘାଟ ପର୍ଯ୍ୟନ୍ତ ନିର୍ଭୟ ରେ ଚିଲିକା ପାର ହୋଇପାରିବେ ।ଏହି ଖବର ପରେ ଅଂଚଳରେ ଲୋକମନଙ୍କ ମନରେ ଖୁସିର ଲହରୀ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ