Masthead

ଜାଲ ସାର୍ଟିଫିକେଟ ଦେଇ ଫସିଲେ ଶିକ୍ଷୟିତ୍ରୀ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜାଲ ସାର୍ଟିଫିକେଟ ଦେଇ ଫସିଲେ ଶିକ୍ଷୟିତ୍ରୀ । ଏଭଳି ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ବିରିଡି ଥାନା ଅଣଖିଆ ଉପ୍ରା ବିଦ୍ୟାଳୟରେ । ଏହି ବିଦ୍ୟାଳୟରେ ଦୀର୍ଘଦିନ ଧରି ଶିକ୍ଷୟତ୍ରୀ ରୂପେ କାର୍ୟ୍ୟ କରୁଥିବା ସନ୍ଧ୍ୟାରାଣୀ ସ୍ୱାଇଁଙ୍କର ସାଟିର୍ଫିକେଟ ଯାଞ୍ଚ ବେଳେ ନକଲି ବୋଲି ଜଣା ପଡ଼ିଥିଲା ।

ବିରିଡି ବିଇଓ ଶିକ୍ଷୟତ୍ରୀ ସନ୍ଧ୍ୟାରାଣୀଙ୍କ ବିରୁଦ୍ଧରେ ବିରିଡି ଥାନାରେ ଏଫଆଇଆର ଦେଇଛନ୍ତି । ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର 🔴 ଆଜି ସାରା ରାଜ୍ୟରେ ବର୍ଷା ନେଇ ଆଲର୍ଟ ! 🔴 ଗଞ୍ଜାମ ଜିଲ୍ଲାରେ ବିଶ୍ୱ ଋତୁସ୍ରାବ ଦିବସ ପାଳିତ: ସାମାଜିକ କଳଙ୍କ ଓ ଅନ୍ଧବିଶ୍ୱାସ ବିରୁଦ୍ଧରେ କିଶୋରୀଙ୍କ ସ୍ୱର 🔴 ସିଦ୍ଦରମୈୟାଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ 🔴 ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ 🔴 ଗରମରୁ ମିଳିବ ଆଶ୍ଵସ୍ତି, କମିବ ତାତି 🔴 ଇରାନର ସାମରିକ ଘାଟିକୁ ଟାର୍ଗେଟ୍ 🔴 ୧୨ ଘଣ୍ଟିଆ ଜୟପୁର ବନ୍ଦ 🔴 ତାତିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ 🔴 ପୁରୀରୁ ଗିରଫ ହେଲେ TMC ବିଧାୟକ 🔴 ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର 🔴 ଆଜି ସାରା ରାଜ୍ୟରେ ବର୍ଷା ନେଇ ଆଲର୍ଟ ! 🔴 ଗଞ୍ଜାମ ଜିଲ୍ଲାରେ ବିଶ୍ୱ ଋତୁସ୍ରାବ ଦିବସ ପାଳିତ: ସାମାଜିକ କଳଙ୍କ ଓ ଅନ୍ଧବିଶ୍ୱାସ ବିରୁଦ୍ଧରେ କିଶୋରୀଙ୍କ ସ୍ୱର 🔴 ସିଦ୍ଦରମୈୟାଙ୍କ ଇସ୍ତଫା ଗ୍ରହଣ କଲେ ରାଜ୍ୟପାଳ 🔴 ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ 🔴 ଗରମରୁ ମିଳିବ ଆଶ୍ଵସ୍ତି, କମିବ ତାତି 🔴 ଇରାନର ସାମରିକ ଘାଟିକୁ ଟାର୍ଗେଟ୍ 🔴 ୧୨ ଘଣ୍ଟିଆ ଜୟପୁର ବନ୍ଦ 🔴 ତାତିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ 🔴 ପୁରୀରୁ ଗିରଫ ହେଲେ TMC ବିଧାୟକ