Masthead

ଦୀପିକା ମାନିଲେ ଡ୍ରଗ୍ସ ଚାଟ୍ !

ଦୀପିକା ପାଦୁକୋନଙ୍କ ବଡ ସ୍ୱୀକାରୋକ୍ତି । କରିସ୍ମା ସହ କରିଥିବା ଡ୍ରଗ୍ସ ଚାଟକୁ ଏନସିବି ସାମ୍ନାରେ ମାନିଗଲେ ଦୀପିକା ପାଦୁକୋନ । ୨୦୧୭ରେ ‘ହେସ୍’ ଯୋଗାଇ ଦେବା ପାଇଁ କରିସ୍ମାଙ୍କୁ କହିଥିଲେ ।
ମ୍ୟାନେଜର କରିସ୍ମା ପ୍ରକାଶଙ୍କ ସହିତ ଡ୍ରଗ୍ସ ଚାର୍ଟ ନେଇ ଏନସିବି ପଚରାଉଚରା କରିଛି । ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ ମାମଲା ନେଇ ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ୨ ଘଣ୍ଟା ଧରି ଜେରା କରିଛି ନାର୍କୋଟିକ୍ସ ବ୍ୟୁରୋ ଟିମ ।
ଦୀପିକା କାହାଠାରୁ ଡ୍ରଗ୍ସ ମଗାଉଥିଲେ , କାହା ପାଇଁ ମଗାଉଥିଲେ, ନା ନିଜେ ଡ୍ରଗ୍ସ ନେଉଥିଲେ, ଡ୍ରଗ୍ସ ପାର୍ଟିକୁ କେମିତି ଆସୁଥିଲା ଡ୍ରଗ୍ସ, କେଉଁ ମାନଙ୍କ ଜରିଆରେ ସେ ଡ୍ରଗ୍ସ ମଗାଉଥିଲେ , କେଉଁ ଡ୍ରଗ୍ସ ପେଡଲରଙ୍କ ସହିତ ତାଙ୍କର ସଂପର୍କ , ଏପରି ଅନେକ ପ୍ରଶ୍ନ ଏନସିବି କରିଥିଵା ନେଇ ଆଲୋଚନା ହେଉଛି ।
ବଲିଉଡ ଡ୍ରଗ୍ସ ମାମଲାରେ ଦୀପିକଙ୍କୁ ଏନସିବି ସମନ ଜାରୀ କରିଵା ପରେ ହାଜର ହୋଇଥିଲେ ଦୀପିକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଟ୍ରେଲର ଦେଖିଛନ୍ତି, ଫିଲ୍ମ ବାକି ଅଛି’ 🔴 ପାକିସ୍ତାନକୁ ଆଇଏମଏଫର ସହାୟତା, ଟ୍ରମ୍ପଙ୍କୁ ସମାଲୋଚନା 🔴 ପଇଡ଼ ପାଇଁ ଘରେ ପଶି ହାଣି ଦେଲେ 🔴 ବାଣ ଫୁଟି ୪ ଶିଶୁ ଆହତ 🔴 ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ‘ଟ୍ରେଲର ଦେଖିଛନ୍ତି, ଫିଲ୍ମ ବାକି ଅଛି’ 🔴 ପାକିସ୍ତାନକୁ ଆଇଏମଏଫର ସହାୟତା, ଟ୍ରମ୍ପଙ୍କୁ ସମାଲୋଚନା 🔴 ପଇଡ଼ ପାଇଁ ଘରେ ପଶି ହାଣି ଦେଲେ 🔴 ବାଣ ଫୁଟି ୪ ଶିଶୁ ଆହତ 🔴 ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ