Masthead

ପୁଣି କନ୍ଦେଇଲା ପିଆଜ !

ପୁଣି କନ୍ଦେଇଲା ପିଆଜ । ଚଳିତ ବର୍ଷରେ ଦ୍ବିତୀୟ ଥର ପାଇଁ ପୁଣିଥରେ ବଢ଼ିବାରେ ଲାଗିଛି ପିଆଜ ଦର। ପିଆଜ ମୁଖ୍ୟ ଉତ୍ପାଦନକାରୀ ରାଜ୍ୟ ମହାରାଷ୍ଟ୍ର ନାସିକ୍‌ ଏବଂ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ଯୋଗୁ ଚଳିତଥର ପିଆଜ ଫସଲ ଧୋଇଯାଇଛି। ସେପଟେ ଅନ୍ତର୍ଜାତୀୟ ବଜାରରେ ବର୍ତ୍ତମାନ ପିଆଜ ଦର ଉଚ୍ଚା ରହିଥିବାରୁ ଦେଶକୁ ଏବେ ଏହାର ଆମଦାନୀ ସମ୍ଭାବନା କମ୍। ଏଭଳି ସ୍ଥଳେ ଘରୋଇ ବଜାରରେ ସମ୍ପ୍ରତି ପିଆଜ କିଲୋ ପିଛା ୫୦ ଟଙ୍କା ଛୁଇଁଛି। ଏପରିକି ଦେଶରେ ପିଆଜ କିଲୋ ପିଛା ୧୦୦ ଟଙ୍କା ଛୁଇଁଲାଣି। ପରିସ୍ଥିତିକୁ ନଜରରେ ରଖି କେନ୍ଦ୍ର ସରକାର ଗୁରୁବାର ଏକ ଉଚ୍ଚ ସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ଆଶା ଭୋସ୍‌ଲେଙ୍କ ପରଲୋକ 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ଆଶା ଭୋସ୍‌ଲେଙ୍କ ପରଲୋକ 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ