ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ରବିବାର ପରଲୋକ ହୋଇଯାଇଛି। ଯଶୱନ୍ତ ସିଂଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ମସ୍ତିଷ୍କଜନିତ ରୋଗରେ ପୀଡିତ ଥିଲେ।ଜୁନ ୨୫ ରୁ ଚିକିତ୍ସା ପାଇଁ ମେଡ଼ିକାଲ ରେ ଭର୍ତ୍ତି ହୋଇଥିବା କୁହାଯାଇଛି ।
Prev Post
Next Post
ଆଗକୁ ପଢନ୍ତୁ