Masthead

ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ୪ ମାଓବାଦୀଙ୍କ ମୃତ୍ୟୁ ସୂଚନା !

ବାଲିଗୁଡା :୦୯/୦୯ – ବେଲଘର ଥାନା ଅନ୍ତର୍ଗତ ଶିକିରି ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ 4 ମାଓବାଦୀଙ୍କ ମୃତ୍ୟୁ ସୂଚନା ଏବଂ ଜଣେ ଏସ ଓ ଜି ଯବାନ ଗୁରୁତର ଭାବେ ଆହତ ହୋଇଛନ୍ତି । ଆଜି ଦିନ ଏଗାର ଟା ବେଳେ କନ୍ଧମାଳ – କଳାହାଣ୍ଡି ସୀମାନ୍ତର ବେଲଘର ଥାନା ଅନ୍ତର୍ଗତ ସିରିକି ଜଙ୍ଗଲରେ ଏସ ଓ ଜି ଟିମ କୁମ୍ବୀ ଅପରସେନ ବେଳେ ସି ପି ଆଇ ମାଓବାଦୀ ଙ୍କ ସହ ମୁହାଁ ମୁହିଁ ଘଟି ଗୁଳି ବିନିମୟରେ ଚାରିଜଣ କ୍ୟାଡର ମାଓବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ମଧ୍ୟ ଗୁରୁତର ହୋଇଥିବା ସୂଚନା ମିଳିଛି । ଏସ ଓ ଜି ଯବାନ ତଲାସୀ ଅଭିଯାନ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା