Masthead

ରାଜରାସ୍ତାରେ ଆଶା କର୍ମୀ

ଭୁବନେଶ୍ୱର (ବଡ଼ ଖବର):ରାଜରାସ୍ତାରେ ଆଶା କର୍ମୀ। ସର୍ବନିମ୍ନ ସୁବିଧାରୁ ବଂଚିତ ହେଉଥିବା ଅଭିଯୋଗ କରି ରାଜରାସ୍ତାରେ ଚଳାଇଛନ୍ତି ଆନ୍ଦୋଳନ ।
ରାଜଧାନୀ ରାଜରାସ୍ତାରେ ଶହ ଶହ ଆଶାକର୍ମୀ । ଗାନ୍ଧୀ ମାର୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଛନ୍ତି ଆଶା କର୍ମୀ। ଦାବି ପୂରଣ ନହେଲେ ଆସନ୍ତା ୨୮ ତାରିଖରେ ଦିଲ୍ଲୀ ଯିବେ ବୋଲି ଦେଇଛନ୍ତି ସୂଚନା । ଯଦି ସରକାର ଦାବି ପୂରଣ ନକରିବେ କାମବନ୍ଦ କରିବେ ବୋଲି ଶୁଣାଇଛନ୍ତି ଚରମବାଣୀ ।

କେନ୍ଦ୍ରୀୟ ଯୋଜନାରେ ଆଶାମାନଙ୍କୁ ନିଯୁକ୍ତି ଦିଆଯାଇଥିବାରୁ ବିଜେଡି ମଧ୍ୟ ଏହି ଆନ୍ଦୋଳନକୁ ପରୋକ୍ଷରେ ସମର୍ଥନ କରିଛି । ଆଶାମାନଙ୍କର ସ୍ଥାୟୀ ନିଯୁକ୍ତି ଦାବି କରିଛି । ନ୍ୟାର୍ୟ୍ୟ ଦାବି ହାସଲ ପାଇଁ ଆଶାମାନେ ଚଳାଇଛନ୍ତି ଆନ୍ଦୋଳନ । ରାଜ୍ୟ ଓ କେନ୍ଦ୍ର ସରକାର ଏମାନଙ୍କ ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର ହେବ ବୋଲି ସଂଘ ଚେତାଇ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ