Masthead

ରିୟା ଙ୍କ ଜାମିନ ଆବେଦନ ଖାରଜ !

ମୁମ୍ବାଇ:ରିୟା ଚକ୍ରବର୍ତ୍ତୀ ମୁମ୍ବାଇର ବାଇକଲ୍ଲା ଜେଲରେ ଦୁଇ ରାତି କଟାଇବ ପରେ ଆଜି ଯାମିନ ଆବେଦନ କରିଥିଲେ । ଡ୍ରଗ୍ସ କାରବାର ମାମଲାରେ ନାରକୋଟିକ୍ସ ବ୍ୟୁରୋ ଦ୍ୱାରା ଗିରଫ ହୋଇଥିବା ରିୟାଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଗୁରୁବାରକୁ ସ୍ଥଗିତ ରଖାଯାଇ ଥିଲା । ଆଜି କୋର୍ଟ ଅଭିନେତ୍ରୀ ରିୟା ଚକ୍ରବତୀଙ୍କ ଜାମିନୀ ଆବେଦନ କୁ ଖାରଜ କରିଛନ୍ତି |ରିୟା ଙ୍କ ଭାଇ ଷୌଭିନ ଙ୍କ ସହିତ ସମସ୍ତ ୬ ଜଣ ଙ୍କ ଜାମିନ ଆବେଦନ ମଧ୍ୟ ଖାରଜ କରିଛନ୍ତି କୋର୍ଟ | ଏହି ସମୟରେ ଅଭିଯୁକ୍ତ ମାନଂକୁ ଜାମିନ ଦେବା ଉଚିତ ନୁହେଁ ବୋଲି କହିଛନ୍ତି କୋର୍ଟ | ଏବେ ରିୟା ଜେଲ ରେ ରହିବା ନେଇ ଏକପ୍ରକାର ନିଶ୍ଚିତ ହୋଇଯାଇଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ 🔴 ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା 🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ଟ୍ରାକ୍ଟରକୁ ଓଭରଟେକ୍ କରିବା ହେଲା କାଳ 🔴 ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା 🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ