Masthead

ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା

ଜଗନ୍ନାଥପ୍ରସାଦ(ବଡ଼ ଖବର ବ୍ୟୁରୋ): ଜଗନ୍ନାଥପ୍ରସାଦ ଥାନା ଜିରାବାଡି ଗ୍ରାମରୁ ଦୁଇ ମହିଳାଙ୍କ ଠାରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ଅପରାହ୍ନରେ ଦୁଇ ଅଚିହ୍ନା ଵ୍ୟକ୍ତି ଜିରାବାଡ଼ି ଗ୍ରାମରେ ରହୁଥିବା ପୁଷ୍ପାଞ୍ଜଳି ଦାଶ ଓ ବିଷ୍ଣୁପ୍ରିୟା ଦାଶଙ୍କ ଘରେ ପହଂଚି ନିଜକୁ ସୁନାରୂପା କାରିଗର ପରିଚୟ ଦେଇ ପରେ ଘରୁ ସେସବୁ ଚୋରି କରିନେଇଥିଲେ । ସେମାନେ ଚାଲିଯିବାର ପ୍ରାୟ ୩୦ ମିନଟ ପରେ ବିଷ୍ଣୁପ୍ରିୟା ଓ ପୁଷ୍ପାଞ୍ଜଳି ସୁନା ନଥିବା ଜାଣିବାକୁ ପାଇଥିଲେ। ଗହଣା ବିଷୟରେ ସ୍ଥାନୀୟ ଲୋକଙ୍କୁ ଜଣାଇଥିଲେ। ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇଁ ପୋଲିସ ଘଟଣା ସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ