Masthead

୨୪ ଘଣ୍ଟା ମଧ୍ୟରେ ୧୧୨୯ ପଜିଟିଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୮୦୮୬୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୪୭୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୦୮୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୩୨୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୦୩୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୨୨୩୯୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼