Masthead

୨୯ ରୁ ବିଧାନସଭା

। ୨୯ ତାରିଖ ଦିନ ୧୧ଟାରୁ ଆରମ୍ଭ ହେବ ଅଧିବେଶନ । ପ୍ରଥମ ଦିନ ପ୍ରଥମାର୍ଦ୍ଧରେ ଶୋକପ୍ରକାଶ ପରେ ଗୃହ ମୁଲତବି ହେବ । ସେହିଦିନ ଦିନ ୩ଟାରୁ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହୋଇ ୫ଟାରେ ସରିବ । ଅନ୍ୟଦିନରେ ଗୃହ ସାଢେ ୧୦ଟାରୁ ଆରମ୍ଭ ହୋଇ ୧ଟା ଯାଏଁ ଚାଲିବ । ଦ୍ୱିତୀୟାର୍ଦ୍ଧ ଅପରାହ୍ଣ ୩ଟାରୁ ୫ଟା ଯାଏଁ ଚାଲିବ । ପ୍ରଶ୍ନକାଳ ରହିବ କି ନାହିଁ ଅଧିବେଶନ ଦିନ ନିଷ୍ପତ୍ତି ନିଆଯିବ । ତେଵେ ଏଥିନିମନ୍ତେ ଵିଧାୟକ ଓ ଵିଧାନସଭାର ସମସ୍ତ କର୍ମଚାରୀଙ୍କ ସେପ୍ଟେମ୍ବର ୨୬ ତାରିଖ ସକାଳ ୮ଟାରୁ ଆରମ୍ଭ ହେବ କୋଭିଡ୍ ପରୀକ୍ଷା ।ବିଧାନସଭା ମୌସୁମୀ ଅଧିବେଶନ ନେଇ ସର୍ବଦଳୀୟ ବୈଠକ । ସର୍ବଦଳୀୟ ବୈଠକ ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଲି ମୁନ୍ନା ଆଜି ରାଜା 🔴 ‘ଟ୍ରେଲର ଦେଖିଛନ୍ତି, ଫିଲ୍ମ ବାକି ଅଛି’ 🔴 ପାକିସ୍ତାନକୁ ଆଇଏମଏଫର ସହାୟତା, ଟ୍ରମ୍ପଙ୍କୁ ସମାଲୋଚନା 🔴 ପଇଡ଼ ପାଇଁ ଘରେ ପଶି ହାଣି ଦେଲେ 🔴 ବାଣ ଫୁଟି ୪ ଶିଶୁ ଆହତ 🔴 ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 କାଲି ମୁନ୍ନା ଆଜି ରାଜା 🔴 ‘ଟ୍ରେଲର ଦେଖିଛନ୍ତି, ଫିଲ୍ମ ବାକି ଅଛି’ 🔴 ପାକିସ୍ତାନକୁ ଆଇଏମଏଫର ସହାୟତା, ଟ୍ରମ୍ପଙ୍କୁ ସମାଲୋଚନା 🔴 ପଇଡ଼ ପାଇଁ ଘରେ ପଶି ହାଣି ଦେଲେ 🔴 ବାଣ ଫୁଟି ୪ ଶିଶୁ ଆହତ 🔴 ୨୮ରେ ବଙ୍ଗୋପସାଗରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍