Masthead

୨୯ ରୁ ବିଧାନସଭା

। ୨୯ ତାରିଖ ଦିନ ୧୧ଟାରୁ ଆରମ୍ଭ ହେବ ଅଧିବେଶନ । ପ୍ରଥମ ଦିନ ପ୍ରଥମାର୍ଦ୍ଧରେ ଶୋକପ୍ରକାଶ ପରେ ଗୃହ ମୁଲତବି ହେବ । ସେହିଦିନ ଦିନ ୩ଟାରୁ ପୁଣି ଗୃହ କାର୍ଯ୍ୟ ଆରମ୍ଭ ହୋଇ ୫ଟାରେ ସରିବ । ଅନ୍ୟଦିନରେ ଗୃହ ସାଢେ ୧୦ଟାରୁ ଆରମ୍ଭ ହୋଇ ୧ଟା ଯାଏଁ ଚାଲିବ । ଦ୍ୱିତୀୟାର୍ଦ୍ଧ ଅପରାହ୍ଣ ୩ଟାରୁ ୫ଟା ଯାଏଁ ଚାଲିବ । ପ୍ରଶ୍ନକାଳ ରହିବ କି ନାହିଁ ଅଧିବେଶନ ଦିନ ନିଷ୍ପତ୍ତି ନିଆଯିବ । ତେଵେ ଏଥିନିମନ୍ତେ ଵିଧାୟକ ଓ ଵିଧାନସଭାର ସମସ୍ତ କର୍ମଚାରୀଙ୍କ ସେପ୍ଟେମ୍ବର ୨୬ ତାରିଖ ସକାଳ ୮ଟାରୁ ଆରମ୍ଭ ହେବ କୋଭିଡ୍ ପରୀକ୍ଷା ।ବିଧାନସଭା ମୌସୁମୀ ଅଧିବେଶନ ନେଇ ସର୍ବଦଳୀୟ ବୈଠକ । ସର୍ବଦଳୀୟ ବୈଠକ ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା