Masthead

୫୦୦ ଟଙ୍କା ପାଇଁ ଜୀବନ ଗଲା !

ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ କିଆପାଣପୋଷି ଗ୍ରାମରେ ଆଜି ସ୍ବର୍ଗତ ଯୋଗେଶ୍ୱର ବେହେରା ଙ୍କ ସାନପୁଅ ରାଜନ ବେହେରା (ବୟସ-୧୪) ଙ୍କ ସନ୍ଧେହ ଜନକ ମୃତ୍ୟୁ ଘଟିଛି, ସେ ନିକଟ ମୋତା ଆଶ୍ରମ ସ୍କୁଲ ର ସପ୍ତମ ଶ୍ରେଣୀର ଛାତ୍ର ବୋଲି ଜଣା ପଡିଛି, ଗ୍ରାମ ଜୟନିକା ମହିଳା ସସ୍ମିତା ବେହେରା ଙ୍କ ଘରୁ 500 ଟଙ୍କା ଚୋରି କରିଥିବା ନେଇ ସେ ମହିଳା ସେ ପିଲାକୁ ଏକ ବାଡ଼ିରେ ପିଟିଥିବା ନେଇ ପ୍ରକାଶ କରିଛନ୍ତି କିନ୍ତ ଏହି ମୃତ୍ୟୁ ଘଟଣା ବିଷୟରେ କିଛି ଜାଣିନି, ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଂଚି ଶବ କୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ତେବେ ପୋଲିସ ଘଟଣାର ସତ୍ୟା ସତ ଜାଣିବା ପାଇଁ ଆସନ୍ତାକାଲି ସାଇଣ୍ଟିଫିକ ଟିମ ଆସିବାପରେ ଏବଂ ଶବ ବ୍ୟବଛେଦ ପରେ ମୃତ୍ୟୁ ର କାରଣ ସ୍ପଷ୍ଟ ହେବ ବୋଲି କରଞ୍ଜିଆ ପୋଲିସ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼