Masthead

ଅକ୍ଟୋବର ୧୦ରୁ ବସ୍‌ ଧର୍ମଘଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ଅକ୍ଟୋବର ୧୦ରୁ ସାରା ରାଜ୍ୟରେ ବସ୍‌ ଧର୍ମଘଟ । ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ବସିଥିବା ବୈଠକରେ ହୋଇଛି ନିଷ୍ପତ୍ତି । ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ଏହି ଧର୍ମଘଟ କରାଯିବ । ଅନ୍ୟପକ୍ଷରେ ଅକ୍ଟୋବର ୨ରେ ଅବିଭକ୍ତ କୋରାପୁଟରେ ବସ୍‌ ଧର୍ମଘଟ କରାଯିବ ବୋଲି ସଂଘ ପକ୍ଷରୁ ମଧ୍ୟ କୁହାଯାଇଛି।

କାରଣ ସେହିଦିନ ମାଲକାନଗିରିରୁ ଲକ୍ଷ୍ମୀ ଆରମ୍ଭ ହେଉଥିବାରୁ ବସ୍‌ ବନ୍ଦ ଡାକରା ଦେଇଛି ସଂଘ । ଆୟୋଜିତ ସାମ୍ବାଦିକ ସମିଳନୀରେ ଏଭଳି ନିଷ୍ପତି ନେଇଛି ସଙ୍ଘ । ବସ ମାଲିକଙ୍କ ବିଭିନ୍ନ ସମସ୍ୟାକୁ ନେଇ ସରକାରଙ୍କୁ ବାରମ୍ବାର ଚିଠି କରିବା ପରେ ମଧ୍ୟ ସରକାର କିଛି ନିଷ୍ପତି ନେଲେନାହିଁ । ଶେଷରେ ବାଧ୍ୟ୍ୟ ହୋଇ ବସ ଚଳାଚଳ ବନ୍ଦ କରିବାକୁ ନିଷ୍ପତି ନେଲୁ ବୋଲି କହିଛନ୍ତି ସଂଘର ସାଧାରଣ ସମ୍ପାଦକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା