Masthead

ଅକ୍ଟୋବର ୧୫ରେ ଭାରତ ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୧୫ରେ ଭାରତ ପାକିସ୍ତାନ ମୁହାଁମୁହିଁ । ବିଶ୍ୱକପ ୨୦୨୩ ପାଇଁ ଜାରି ହେଲା କାର୍ଯ୍ୟସୂଚୀ । ଅକ୍ଟୋବର ୫ରୁ ଆରମ୍ଭ ହେବ ବିଶ୍ୱକପ କ୍ରିକେଟ । ଟୁର୍ଣ୍ଣାମେଣ୍ଟର ପ୍ରଥମମ୍ୟାଚ ଅହମ୍ମଦାବାଦରେ ଇଂଲଣ୍ଡ ବନାମ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ । ଅକ୍ଟୋବର ୮ରେ ଚେନ୍ନାଇରେ ପ୍ରଥମ ମ୍ୟାଚ ଖେଳିବ ଭାରତ । ପ୍ରଥମ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆ ସହ ମୁକାବିଲା କରିବ । ଅକ୍ଟୋବର ୧୫ରେ ଭାରତ ପାକିସ୍ତାନ ମୁକାବିଲା । ଅହମ୍ମଦାବାଦରେ ପାକିସ୍ତାନକୁ ଭେଟିବ ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା