Masthead

ଅକ୍ଟୋବର ୧୫ରେ ଭାରତ ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୧୫ରେ ଭାରତ ପାକିସ୍ତାନ ମୁହାଁମୁହିଁ । ବିଶ୍ୱକପ ୨୦୨୩ ପାଇଁ ଜାରି ହେଲା କାର୍ଯ୍ୟସୂଚୀ । ଅକ୍ଟୋବର ୫ରୁ ଆରମ୍ଭ ହେବ ବିଶ୍ୱକପ କ୍ରିକେଟ । ଟୁର୍ଣ୍ଣାମେଣ୍ଟର ପ୍ରଥମମ୍ୟାଚ ଅହମ୍ମଦାବାଦରେ ଇଂଲଣ୍ଡ ବନାମ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ । ଅକ୍ଟୋବର ୮ରେ ଚେନ୍ନାଇରେ ପ୍ରଥମ ମ୍ୟାଚ ଖେଳିବ ଭାରତ । ପ୍ରଥମ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆ ସହ ମୁକାବିଲା କରିବ । ଅକ୍ଟୋବର ୧୫ରେ ଭାରତ ପାକିସ୍ତାନ ମୁକାବିଲା । ଅହମ୍ମଦାବାଦରେ ପାକିସ୍ତାନକୁ ଭେଟିବ ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା