Masthead

ଅକ୍ଷିମୁଠି ଧରି ଚାଷ ଅନୁକୂଳ କଲେ ବିଜେଡ଼ି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

ସାହାରପଡା(ବଡ଼ ଖବର ବ୍ୟୁରୋ):ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝୁମ୍ପୂରା ବ୍ଲକ ଉଖୁଣ୍ଡା ଠାରେ ବିଜେଡ଼ିର ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଅକ୍ଷିମୁଠି ଅନୁକୂଳ କରିଛନ୍ତି । ଏକ ବିରାଟ ବାଇକ ରାଲିରେ ଜଗନ୍ନାଥ ନାଏକ ଓ ନିର୍ବାଚନ ମଣ୍ଡଳୀ ପର୍ୟ୍ୟବ୍ୟକ୍ଷକ ଡଃ ହରିଶ ଚୌଧୁରୀଙ୍କୁ ଅକ୍ଷିମୁଠି ଅନୂକୁଳ ସ୍ମାନକୁ ନିଆଯାଇଥିଲା ।

ଏହାପରେ ବିଧାୟକ ତଥା ବିଜେଡି ପ୍ରାର୍ଥୀ ଜଗନ୍ନାଥ ନାଏକ ଅକ୍ଷିମୁଠି ଅନୁକୂଳ କରିଥିଲେ । ନିର୍ବାଚନ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉନ୍ମୋଚିତ କରିଥିବା ବିଜୁ ଜନତା ଦଳର ନିର୍ବାଚନୀ ଇସ୍ତାହାରରକୁ ଏଠାରେ ଉପସ୍ଥିତ ଲୋକଙ୍କୁ ବଣ୍ଟନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ