Masthead

ଅକ୍ଷୟଙ୍କୁ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବିଦାହେଲେ ଅଗ୍ନିଶମ କର୍ମଚାରୀ ଅକ୍ଷୟ ପ୍ରଧାନ । ଅକ୍ଷୟଙ୍କୁ ଅବସର ଦେଲେ ରାଜ୍ୟ ସରକାର । ଆଜିଠୁ ଚାକିରୀରୁ ବିଦାହେଲେ ଅକ୍ଷୟ ପ୍ରଧାନ । ୫୫ ବର୍ଷୀୟ ସର୍ଭିସ ରୁଲ୍ ଅନୁଯାୟୀ ମିଳିବ ୩ ମାସର ଦରମା ।

ପ୍ରାୟ ୫୦୦୦ହଜାର କର୍ମଚାରୀ ଦୁଇ ଦଫା ଦାବୀ ନେଇ ଗତ କିଛି ଦିନ ଧରି ଆନେ୍ଦାଳନ କରୁଥିଲେ ଅଗ୍ନିଶମ କର୍ମଚାରୀ । ଯେଉଁଥିରେ ଅକ୍ଷୟ ପ୍ରଧାନ ନେତୃତ୍ୱ ନେଉଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ