ଅଭିନେତ୍ରୀ ମଲାଇକା ଅରୋରା ଙ୍କୁ କରୋନା ।

ସାମାଜିକ ଗଣମାଧ୍ୟମ ଜରିଆରେ ଦେଲେ ସୂଚନା |

ମୁମ୍ବାଇ: ୮-୯-୨୦୨୦ ଅର୍ଜୁନ କପୁରଙ୍କ ପରେ ଏବେ ତାଙ୍କ ପ୍ରେମିକା ଅଭିନେତ୍ରୀ ମଲାଇକା ଅରୋରା କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସାମାଜିକ ଗଣମାଧ୍ୟମ ଜରିଆରେ ନିଜେ ସୂଚନା ଦେଇଛନ୍ତି ମଲାଇକା। ସେ ବର୍ତ୍ତମାନ ହୋମ୍‍ କ୍ୱାରେଣ୍ଟାଇନରେ ଅଛନ୍ତି।ସୋମବାର ମଲାଇକା ନିଜ ଇନ୍‍ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ପୋଷ୍ଟ କରି ଲେଖିଛନ୍ତି ଯେ, “ଆଜି ମୁଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛି, କିନ୍ତୁ ଆପଣ ସମସ୍ତଙ୍କୁ ଜଣାଇବାକୁ ଚାହୁଁଛି ଯେ ମୁଁ ସମ୍ପୂର୍ଣ୍ଣ ଠିକ୍ ଅଛି।” ସେ ଆହୁରି ଲେଖିଛନ୍ତି, “ମୋର କୌଣସି ଲକ୍ଷଣ ପ୍ରକାଶ ପାଇନାହିଁ। ମୁଁ ସମସ୍ତ ପ୍ରକାର ସତର୍କତା ଅବଲମ୍ବନ କରୁଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହୋମ୍ କ୍ଵାରେଣ୍ଟାଇନ୍‌ରେ ରହିଛି। ନିଜକୁ ଶାନ୍ତ ଏବଂ ସୁରକ୍ଷିତ ରଖିବା ପାଇଁ ମୁଁ ଆପଣମାନଙ୍କୁ ଅନୁରୋଧ କରୁଛି। ଆପଣ ସମସ୍ତଙ୍କ ଭଲପାଇବା ଓ ସହାୟତା ପାଇଁ ଧନ୍ୟବାଦ।” ମଲାଇକାଙ୍କ ଏହି ପୋଷ୍ଟ ଦେଖିବା ପରେ ପ୍ରଶସଂକମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ