Masthead

ଅସଲ ଖଳନାୟକ ହେଉଛନ୍ତି ଦେବେନ୍ଦ୍ର ଫଡନବୀସ : ସଂଜୟ ରାଉତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଅସଲ ଖଳନାୟକ ହେଉଛନ୍ତି ଦେବେନ୍ଦ୍ର ଫଡନବୀସ ଏଭଳି ପ୍ରତିକ୍ରିୟା ରଖିଲେ ସଂଜୟ ରାଉତ । ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଟାର୍ଗେଟ କରିଛନ୍ତି । ଫଡନାଭିସ ଉପମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର ଗୋଟିଏ ଦିନ ପରେ ରାଉତ ଏହି ବୟାନ ଦେଇଛନ୍ତି ।ସଞ୍ଜୟ ରାଉତ ଆହୁରି ମଧ୍ୟ କହିଛନ୍ତି ଯେ ଯଦି ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ଜୋରଜବରଦସ୍ତ ପ୍ରଧାନମନ୍ତ୍ରୀ ହେବାକୁ ଚେଷ୍ଟା କରନ୍ତି, ତେବେ ତାଙ୍କ ସରକାର ଅଧିକ ଦିନ ଚାଲିବ ନାହିଁ ।

ସୂଚନା ଅନୁସାରେ ଲୋକସଭା ନିର୍ବାଚନରେ ରାଜ୍ୟରେ ବିଜେପିର ଲୋକସଭା ଆସନ ସଂଖ୍ୟା ୨୩ରୁ ୯କୁ ଖସି ଆସିବା ପରେ ଫଡନାଭିସ ପରାଜୟର ଦାୟିତ୍ୱ ନେଇ ଇସ୍ତଫା ଦେବାକୁ ପ୍ରସ୍ତାବ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ