Masthead

ଆଇଏସ ସ୍ତରରେ ବଡ଼ ଅଦଳବଦଳ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଇଏସ ସ୍ତରରେ ବଡ଼ ଅଦଳବଦଳ । ବିଷ୍ଣୁପଦ ସେଠୀ ହେଲେ ପ୍ରମୁଖ ସାଚନ ସଚିବ । ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ।ଭାଷ୍କର ଜ୍ୟୋତି ଶର୍ମାଙ୍କୁ ନୂଆ ଦାୟିତ୍ୱ । ବି.ପାମେଶ୍ୱରନଙ୍କୁ ଚକବନ୍ଦି କମିଶନର ଭାବେ ଦିଆଗଲା ଅତିରିକ୍ତ ଦାୟିତ୍ୱ । ଜ୍ୟୋତି ପ୍ରକାଶ ଦାସ ପିଆର ଓ ଡିଡବଲୁର ସ୍ୱତନ୍ତ୍ର ପ୍ରୋଜେକ୍ଟ ନିର୍ଦ୍ଦେଶକ ଭାବେ ନେଲେ ଦାୟିତ୍ୱ । ରମାଶିସ ହାଜରାଙ୍କୁ ବିଏସଇ ସଭାପତି ଭାବରେ ଅତିରିକ୍ତ ଦାୟିତ୍ୱ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା