Masthead

ଆଇ ପି ଏଲ ଦିଲ୍ଲୀ ର ବିଜୟ

ଦୁବାଇ: ଚାଲିଥିବାଇଣ୍ଡିଆନ୍ ପ୍ରିମିୟର ଲିଗ୍‌(ଆଇପିଏଲ)ର ଶୁକ୍ରବାର ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ୍ ଦ୍ବିତୀୟ ପରାଜୟ ସ୍ୱୀକାର କରିଛି।  ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ୪୪ ରନରେ ହାରିଯାଇଛି ଚେନ୍ନାଇ। ୧୭୬ ରନର ବିଜୟ ଲକ୍ଷ ହାସଲ କରି ନ ପାରି ହାରିଲା ।
ଚେନ୍ନାଇର ର ସେନ୍ ୱାଟସନ୍ ଓ ମୂରଲୀ ବିଜୟ , ଋତୁରାଜ ୧୪ , ୧୦ ଓ ୫ ରନରେ ଆଉଟ୍ ହୋଇଯାଇଥିଲେ। କ୍ୟାପଟେନ୍ ମହେନ୍ଦ୍ର ସିଂ ଧୋନୀ ପଡ଼ିଆକୁ ଆସି ମ୍ୟାଚ ସୁଧାରିବାକୁ ଚାହିଁଥିଲେ, ମାତ୍ର ସେ ୧୫ ରନ୍ କରି ଆଉଟ୍ ହୋଇଯାଇଥିଲେ। ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ଚେନ୍ନାଇ ଦଳ ୧୩୧ ରନ କରିବାକୁ ସକ୍ଷମ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ