ଆଜି ଭାରତ ବନ୍ଦ !

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ କୃଷି କ୍ଷେତ୍ର ସଂକ୍ରାନ୍ତ ବିଧେୟକ ସଂସଦରେ ଗୃହୀତ ହେବା ପ୍ରତିବାଦରେ
ଓଡ଼ିଶାର ନବନିର୍ମାଣ କୃଷକ ସଂଗଠନ ସମେତ ଦେଶବ୍ୟାପୀ ୨୪ଟି କୃଷକ ସଂଗଠନ ଓ ୧୮ଟି ରାଜନୈତିକ ଦଳ ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି।
ଭାରତୀୟ କିଶାନ ୟୁନିୟନ (ବିକେୟୁ), ଅଲଇଣ୍ଡିଆ କୃଷକ ସଂଗଠନ (ଏଆଇଏଫୟୁ), ଅଖିଳ ଭାରତ କିଶାନ ସଂଘର୍ଷ ସମନ୍ବୟ କମିଟି (ଏଆଇକେଏସସିସି) ଓ ଅଲ୍‌ ଇଣ୍ଡିଆ କିଶାନ ମହାସଙ୍ଘ (ଏଆଇକେଏମ), ଓଡ଼ିଶାର ନବନିର୍ମାଣ କୃଷକ ସଂଗଠନ, ଆମଜନତା ଅଧିକାର ସମେତ ଦେଶବ୍ୟାପୀ ୨୪ଟି କୃଷକ ସଂଗଠନ ଓ ୧୮ଟି ରାଜନୈତିକ ଦଳ ଆଜି ଭାରତ ବନ୍ଦ ଡାକରା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’