Masthead

ଆଜି ହେଵ ଓଡିଶାର ୨ ବିଧାନସଭା ଉପନିର୍ବାଚନର ତାରିଖ ଘୋଷଣା ?

ଭୁବନେଶ୍ୱର: ଆଜି ଓଡିଶାର ୨ ବିଧାନସଭା ବାଲେଶ୍ୱର ସଦର ଓ ତିର୍ତୋଲ ବିଧାନସଭା ଉପନିର୍ବାଚନର ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ । ସେହିପରି
ବିହାର ବିଧାନସଭା ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହେଵାର ଅଧିକ ସମ୍ଭାଵନା ରହିଛି । ଆଜି ଦିନ ୧୨ଟା ୩୦ରେ ଦିଲ୍ଲୀରେ ନିର୍ବାଚନ କମିଶନ ସାମ୍ବାଦିକ ସମ୍ମିଳନୀ ଡାରିଛନ୍ତି । ଆଶା କରାଯାଉଛି, ଏଠାରେ ତାରିଖ ଘୋଷଣା ହେବ । ତିର୍ତୋଲରୁ ଵରିଷ୍ଠ ଵିଜେଡି ଵିଧାୟକ ବିଷ୍ଣୁ ଦାସ ଓ ବାଲେଶ୍ୱର ସଦରରୁ ଵିଜପି ଵିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ ଯୋଗୁଁ ଏଠାରେ ଉପନିର୍ବାଚନ ହେଵ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ମହିଳା ସଂରକ୍ଷଣ ମହାବିତର୍କ, ୧୩ ଘଣ୍ଟା ୪୫ ମିନିଟ୍ ଚାଲିଲା ବିଧାନସଭା 🔴 ଘଡ଼ଘଡ଼ି ସହ ବର୍ଷା, ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ହଠାତ ଘର ଭିତରେ ପଶିଗଲା କାର୍‌ 🔴 ଅପରାହ୍ନରେ ଝଡ଼ବର୍ଷା, ୫ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ଆଜି ବସିବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ