Masthead

ଆତଙ୍କବାଦୀଙ୍କୁ ଉପଯୁକ୍ତ ଜବାବ ଦେଇଛି ଭାରତ : ଗୃହମନ୍ତ୍ରୀ ଅମିତ୍ ସାହା

ଗୁଳିର ଯବାବ ଗୁଳିରେ ଦେଇଛି ଭାରତ

ନୂଆଦିଲ୍ଲୀ (ବଡ଼ ଖବର ବୁ୍ୟରୋ): ଗୁଳିର ଯବାବ ଗୁଳିରେ ଦେଇଛି ଭାରତ । ଅପରେସନ୍ ସିନ୍ଦୂରକୁ ନେଇ ପୁଣି ବଡ଼ ବୟାନ ଦେଇଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହା । ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ବିଏସଏଫର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଅପରେସନ୍ ସିନ୍ଦୂରକୁ ନେଇ ତାଙ୍କର ମନ୍ତବ୍ୟ ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ପାକିସ୍ତାନ ଉପରେ ଭାରତ ସଠିକ୍ ସମୟରେ ଉଚ୍ଚିତ୍ ପଦକ୍ଷେପ ନେଇଛି । ଯେଉଁ ଉପାୟରେ ଶତ୍ରୁ ଦେଶକୁ ଯବାବ ଦେଇଛି ସେହି ଯବାବକୁ ସାରା ବିଶ୍ୱ ପ୍ରଶଂସା କରିଛି । ପାକିସ୍ତାନର ସୀମା ଭିତରେ ପଶି ଆକ୍ରମଣ କରିଥିଲା ଭାରତୀୟ ବିଏସଏଫ । ପାକ୍ର ୯ ଆତଙ୍କି ଅଡ୍ଡାକୁ ଧଂସ୍ୱ କରିଛି । ଭାରତୀୟ ସେନା ଗୁଳିର ଯବାବ ଗୁଳିରେ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ