Masthead

ଆଦାନୀ-ହିଣ୍ଡେନବର୍ଗ ବିବାଦ, ଯାଞ୍ଚ କମିଟି ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଦାନୀ-ହିଣ୍ଡେନବର୍ଗ ବିବାଦ । ଯାଞ୍ଚ କମିଟି ଗଠନ କଲେ ସୁପ୍ରିମକୋର୍ଟ । ୨ ମାସ ଭିତରେ ରିପୋର୍ଟ ଦାଖଲ କରିବାକୁ ସେବିକୁ ନିଦେ୍ର୍ଦଶ । ଏହି କମିଟିରେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅଭୟ ମନୋହର ଅଧ୍ୟକ୍ଷତା କରୁଥିବା ବେଳେ ବ୍ୟାଙ୍କର କେ.ପି କାମତ, ଓ.ପି ଭଟ୍ଟଙ୍କ ସହ ଇନଫୋସିସର ସହ ସଂସ୍ଥାପକ ନନ୍ଦନ ନିଲେକଣୀ, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦେବଘର, ବ୍ୟବସାୟୀକ ଆଇନ ବିଶେଷଜ୍ଞ ଓକିଲ ସୋମଶେଖରନ ସୁନ୍ଦରେସନ ସାମିଲ ଅଛନ୍ତି । ମାମଲାରେ ମୁଖ୍ୟ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୁଡ କହିଛନ୍ତି, ସେବିକୁ ୨ମାସ ମଧ୍ୟରେ ଏହି ମାମଲାର ଯାଂଚ ରିପୋର୍ଟ ଦାଖଲ କରିବା ଆବଶ୍ୟକ । ମୁଖ୍ୟ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୁଡ, ଜଷ୍ଟିସ ପି.ଏସ ନରସିହ୍ମା ଓ ଜଷ୍ଟିସ ଜେ.ବି ପରିଦୱାଲଙ୍କ ବେଞ୍ଚର ନିଷ୍ପତ୍ତି ମୁ୍ତାବକ ଏକ୍ସପର୍ଟ କମିଟି ନିଜର ରିପୋର୍ଟକୁ ବନ୍ଦ ଲଫାପାରେ ନ୍ୟାୟଳୟରେ ଜମା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା