ଆଦାନୀ-ହିଣ୍ଡେନବର୍ଗ ବିବାଦ, ଯାଞ୍ଚ କମିଟି ଗଠନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଦାନୀ-ହିଣ୍ଡେନବର୍ଗ ବିବାଦ । ଯାଞ୍ଚ କମିଟି ଗଠନ କଲେ ସୁପ୍ରିମକୋର୍ଟ । ୨ ମାସ ଭିତରେ ରିପୋର୍ଟ ଦାଖଲ କରିବାକୁ ସେବିକୁ ନିଦେ୍ର୍ଦଶ । ଏହି କମିଟିରେ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଅଭୟ ମନୋହର ଅଧ୍ୟକ୍ଷତା କରୁଥିବା ବେଳେ ବ୍ୟାଙ୍କର କେ.ପି କାମତ, ଓ.ପି ଭଟ୍ଟଙ୍କ ସହ ଇନଫୋସିସର ସହ ସଂସ୍ଥାପକ ନନ୍ଦନ ନିଲେକଣୀ, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦେବଘର, ବ୍ୟବସାୟୀକ ଆଇନ ବିଶେଷଜ୍ଞ ଓକିଲ ସୋମଶେଖରନ ସୁନ୍ଦରେସନ ସାମିଲ ଅଛନ୍ତି । ମାମଲାରେ ମୁଖ୍ୟ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୁଡ କହିଛନ୍ତି, ସେବିକୁ ୨ମାସ ମଧ୍ୟରେ ଏହି ମାମଲାର ଯାଂଚ ରିପୋର୍ଟ ଦାଖଲ କରିବା ଆବଶ୍ୟକ । ମୁଖ୍ୟ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୁଡ, ଜଷ୍ଟିସ ପି.ଏସ ନରସିହ୍ମା ଓ ଜଷ୍ଟିସ ଜେ.ବି ପରିଦୱାଲଙ୍କ ବେଞ୍ଚର ନିଷ୍ପତ୍ତି ମୁ୍ତାବକ ଏକ୍ସପର୍ଟ କମିଟି ନିଜର ରିପୋର୍ଟକୁ ବନ୍ଦ ଲଫାପାରେ ନ୍ୟାୟଳୟରେ ଜମା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’