Masthead

ଆନ୍ଦୋଳନରୁ ଉଠିଲେ ଜୁନିୟର ଡାକ୍ତର !

କୋଲକାତା(ବଡ଼ ଖବର ବ୍ୟୁରୋ): ଆଜି ଆନ୍ଦୋଳନରୁ ଉଠବେ ପଶ୍ଚିମବଙ୍ଗ ଜୁନିୟର ଡାକ୍ତର । ଆରଜି କର ମେଡିକାଲର ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗରେ ଅଭୟାଙ୍କୁ ନ୍ୟାୟ ଦାବିରେ ୪୧ ଦିନ ହେଲା ଆନ୍ଦୋଳନ କରୁଥିଲେ । ଆଜିଠାରୁ ଆନ୍ଦୋଳନ ପ୍ରତିହାର କରି ଡାକ୍ତର ମାନେ ଜରୁରୀ ମେଡିକାଲ୍ ସେବାରେ ଯୋଗ ଦେବେ ।

ହେଲେ OPD ରେ ସେବା ଯୋଗାଇବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ଧାରଣା ଓ ବିକ୍ଷୋଭ ବନ୍ଦ ହେଲେ ବି ଅଭୟା ନ୍ୟାୟ ପାଇବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ଡାକ୍ତର ସଂଘ କହିଛି । ସେପଟେ କୋଲକାତା ଆରଜି କର ମେଡିକାଲ୍ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ରେଜିଷ୍ଟ୍ରେସନ ବାତିଲ । ଜୁନିଅର ଡାକ୍ତରକୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ବିବାଦରେ ଥିବା ସନ୍ଦୀପଙ୍କ ଡାକ୍ତରୀ ପଞ୍ଜିକରଣକୁ ବାତିଲ କରିଛି ପଶ୍ଚିମବଙ୍ଗ ମେଡିକାଲ୍ କାଉନସିଲ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା