Masthead

ଆର ପାରିରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ମହାପାତ୍ର

ପୁରୀ : ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସୁଭଦ୍ରାଙ୍କ ବାଡ଼ଗ୍ରାହୀ ପ୍ରେମାନନ୍ଦ ଦାସ ମହାପାତ୍ର ଆଉ ନାହାନ୍ତି ।
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ଆଜି ସକାଳ ପୁରୀ ମେଡ଼ିକାଲରେ ହୃଦଘାତରେ ପରଲୋକ, ପରିଚାଳନା କମିଟିର ପୂର୍ବତନ ସଦସ୍ୟ ସମେତ ୧୦ ବର୍ଷ ଧରି ଦଇତାପତି ନିଯୋଗରେ ସଭାପତି ରହିଥିଲେ, କୋରୋନାରୁ ଆରୋଗ୍ୟ ହୋଇ ୨ଦିନ ତଳେ ଘରକୁ ଫେରିଥିଲେ ପ୍ରେମାନନ୍ଦ ।
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ର ନିକଟରେ ହାଇଟେକ୍ ରୁ କରୋନା ଚିକିତ୍ସା ହୋଇ ପୁରୀ ଫେରିଥିଲେ ଓ ଚିକିତ୍ସା ଉପରାନ୍ତେ ସାତ ଦିନିଆ ସଙ୍ଗରୋଧରେ ଥିଲେ! କାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନା ଅଣାଯିବା ସତ୍ତ୍ବେ ଜୀବନ ରକ୍ଷା କରାଯାଇ ପାରିନଥିଲା l
ପ୍ରେମାନନ୍ଦଙ୍କ ବିୟୋଗରେ ପୁରୀ ସେବାୟତ ମହଲରେ ଶୋକର ଛାୟା ଖେଳି ଯାଇଛି l

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ