Masthead

ଆସନ୍ତାକାଲି ବିଜେପି ବିଧାୟକ ଦଳର ବୈଠକ

କିଏ ହେବ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଚର୍ଚା ଆଲୋଚନା ଜାରି ରହିଛି । କିନ୍ତୁ ଏହାରି ଭିତରେ ଆସନ୍ତାକାଲି ବିଜେପିର ବିଧାୟକ ଦଳ ବୈଠକ ହେବାର ରହିଛି । ନିର୍ବାଚିତ ବିଧାୟକଙ୍କୁ ନେଇ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ବାଛିବେ ନେତା । କେନ୍ଦ୍ରରୁ ଅନୁମୋଦିତ ହୋଇଥିବା ମୁଖ୍ୟମନ୍ତ୍ରୀ ନାଁ ଉପରେ ବିଧାୟକ ଦଳ ବୈଠକରେ ଚୂଡାନ୍ତ ସହମତି ଦେଇ ମୁଖ୍ୟମନ୍ତ୍ରୀ ବାଛିବେ । ରାଜ୍ୟରେ ବିଜେପି ସଂଖ୍ୟା ଗରିଷ୍ଠତା ହାତେଇଥିବାବେଳେ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଅନେକ ଚେହେରା ଉପରେ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ