Masthead

ଇମ୍ରାନ ଖାନଙ୍କ ବିରୋଧରେ ଆତଙ୍କବାଦ ମାମଲା ରୁଜୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଇମ୍ରାନ ଖାନଙ୍କ ବିରୋଧରେ ଆତଙ୍କବାଦ ମାମଲା ରୁଜୁ । ପିଟିଆଇ ନେତା ତଥା ପୁର୍ବତ୍ତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଓ ତାଙ୍କର ଏକ ଡ଼ରଜନରୁ ଅଧିକ ସମର୍ଥକଙ୍କ ବିରୋଧରେ ପୋଲିସ ରୁଜୁ କରିଛି ଆତଙ୍କବାଦ ମାମଲା । କୋର୍ଟ ପରିସରରେ ସୁରକ୍ଷାକର୍ମୀ ଓ ଟିଆଇ ସମର୍ଥକଙ୍କ ମଧ୍ୟରେ ହୋଇଥିବା ତୁମୁଳକାଣ୍ଡକୁ ଗୁରୁତର ସହ ନେଇଛି ପୋଲିସ । ଏହି ଘଟଣାରେ ୨୫ ଜଣ ସୁରକ୍ଷାକର୍ମୀ ଆହାତ ହୋଇଛନ୍ତି ।

ଆକ୍ସନ ମୋଡ଼ରେ ପାକିସ୍ତାନ ପୋଲିସ ଇମ୍ରାନ ଖାନଙ୍କ ଘର ଉଚ୍ଛେଦ କରିଛି । ଇମ୍ରାନ ଖାନଙ୍କୁ ସୁରକ୍ଷା ଦେଇ ଆସୁଥିବା ତାଙ୍କ ସମର୍ଥକ ମାନଙ୍କୁ ମଧ୍ୟ ସେଠାରୁ ଡଟାଇ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା