Masthead

ଉପାନ୍ତ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ ଅଧିରାଜ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ ପରିଦର୍ଶନ କରି ଖଡ଼ିଆଳ ବିଧାୟକ ଅଧିରାକ ପାଣିଗ୍ରାହି ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିଛନ୍ତି । ନଙ୍ଗଲ ବୋଡ ଓ ଘାଟାମାଲ ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମ ବୁଲି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଉଦନ୍ତୀ ନଦୀରେ ବର୍ଷା ଜଳ ପ୍ରବାହିତ ହେଉ ଥିବା ବେଳେ ଗାମୁଛା ପିନ୍ଧି ନଦୀ ପାର ହୋଇ ଲୋକଙ୍କ ପାଖକୁ ପହଞ୍ଚି ଥିଲେ । ଆଦିବାସୀ ଅଧ୍ୟୁଷିତ ମାଓ ପ୍ରବଣ ଘାଟମାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚିତାରମାକୁ ପହଞ୍ଚି ବିଧାୟକ ଶ୍ରୀ ପାଣିଗ୍ରାହି ସେଠାରେ ଏକ ଅଭିଯୋଗ ଶୁଣାଣୀ ଶିବିର ଆୟୋଜନ କରି ଅଞ୍ଚଳର ଲୋକଙ୍କ ସମସ୍ୟା ବୁଝିଛନ୍ତି । ଦୀର୍ଘ ଦିନରୁ ଏଠାରେ ଲାଗି ରହିଥିବା ପାନୀୟ ଜଳ ସମସ୍ୟା ସମ୍ପର୍କରେ ଲୋକ ମାନେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଉଦନ୍ତୀ ନଦୀରେ ଏକ ସେତୁ ନିର୍ମାଣ ପାଇଁ ଦାବୀ କରିଥଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା