Masthead

ଉମରକୋଟ ସହରରେରେ ବୁଲୁଛି ଭାଲୁ

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ଉମରକୋଟ ସହରରେରେ ଗତ ରାତିରୁ ବୁଲୁଛି ଭାଲୁ । ଭୟଭୀତ ଅବସ୍ତାରେ ସ୍ତାନିୟ ବାସି ଏନେଇ ବନ ବିଭାଗକୁ ସୂଚନା ଦେଇଛନ୍ତି । ଭାଲୁଗୁଡା ଆଖପାଖ ଅଞ୍ଚଳରେ ଏକ ବିରାଟ ଭାଲୁ ଦେଖିବାକୁ ମିଳିଛି । ଖାଦ୍ୟ ଅନ୍ୱେଷଣରେ ବୁଲୁଥିବାର ଅନୁମାନ କରାଯାଉଛି । ଭୟରେ ରହିଛନ୍ତି ଗ୍ରାମବାସୀ । ନବରଙ୍ଗପୁର ଜିଲ୍ଲାରେ ଗତ କିଛି ମାସ ତଳେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା । ଏପଟେ ବନ ବିଭାଗ ଭାଲୁ ଉପରେ ନଜର ରଖୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା