Masthead

ଉମରକୋଟ ସହରରେରେ ବୁଲୁଛି ଭାଲୁ

ନବରଙ୍ଗପୁର(ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲା ଉମରକୋଟ ସହରରେରେ ଗତ ରାତିରୁ ବୁଲୁଛି ଭାଲୁ । ଭୟଭୀତ ଅବସ୍ତାରେ ସ୍ତାନିୟ ବାସି ଏନେଇ ବନ ବିଭାଗକୁ ସୂଚନା ଦେଇଛନ୍ତି । ଭାଲୁଗୁଡା ଆଖପାଖ ଅଞ୍ଚଳରେ ଏକ ବିରାଟ ଭାଲୁ ଦେଖିବାକୁ ମିଳିଛି । ଖାଦ୍ୟ ଅନ୍ୱେଷଣରେ ବୁଲୁଥିବାର ଅନୁମାନ କରାଯାଉଛି । ଭୟରେ ରହିଛନ୍ତି ଗ୍ରାମବାସୀ । ନବରଙ୍ଗପୁର ଜିଲ୍ଲାରେ ଗତ କିଛି ମାସ ତଳେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା । ଏପଟେ ବନ ବିଭାଗ ଭାଲୁ ଉପରେ ନଜର ରଖୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା