Masthead

ଏଣିକି ବାରରେ ବାଉନ୍ସର ମନା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ ): ଏଣିକି ବାରରେ ବାଉନ୍ସର ମନା। ବାର୍ ଗୁଡିକରେ ଆଉ ବାଉନ୍ସର ନିୟୋଜିତ କରିପାରିବେ ନାହିଁ ବାର୍ ମାଲିକ । କମିଶନରେଟ୍ ପୋଲିସ ପକ୍ଷରୁ ଏନେଇ ଗାଇଡ୍‌ଲାଇନ୍ ଜାରି କରାଯାଇଛି । ସ୍ଵୀକୃତିପ୍ରାପ୍ତ ସିକ୍ୟୁରିଟି ଏଜେନ୍ସୀରୁ କର୍ମଚାରୀ ବି ନିୟୋଜିତ କରିପାରିବେନାହିଁ ବାର୍ ମାଲିକ । ଯେଉଁମାନେ ନିୟୋଜିତ ହେବେ ସେମାନଙ୍କର ସମସ୍ତ ତଥ୍ୟ ନିକଟସ୍ଥ ଥାନାରେ ଦାଖଲ କରାଯିବ ।

ଆଉ ଗ୍ରାହକଙ୍କୁ ବାଧ୍ୟବାଧକତା କରିପାରିବେ ନାହିଁ ବାଉନ୍ସର । ଯଦି କୌଣସି ବାରରେ ଗ୍ରାହକମାନେ ଉତ୍ତେଜନା ପରିସ୍ଥିତି ସୃଷ୍ଟି କରନ୍ତି ତେବେ ମାଲିିକମାନେ ୧୧୨କୁ ଡାଏଲ କରିପାରିବେ ବୋଲି ଗାଇଡ୍‌ଲାଇନ୍‌ରେ ଦର୍ଶାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ