Masthead

ଏସିଆ କପ୍ ଫାଇନାଲ; ଭାରତୀୟ ବୋଲରଙ୍କ ଜଲୱା, ୫୦ ରନରେ ଶ୍ରୀଲଙ୍କା ଅଲଆଉଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏସିଆ କପ ଫାଇନାଲ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ଭାରତ-ଶ୍ରୀଲଙ୍କା । ଏହି ମ୍ୟାଚରେ ଭାରତୀୟ ବୋଲରମାନେ ଘାତକ ବୋଲିଂ କରିଛନ୍ତି । ଫଳରେ ଶ୍ରୀଲଙ୍କା ଦଳ ମାତ୍ର ୫୦ ରନ କରି ଅଲ ଆଉଟ ହୋଇଯାଇଛି । ଏବେ ଏସିଅକପ ଟାଇଟେଲ ହାତେଇବା ପାଇଁ ଭାରତ୫୧ ରନ ବିଜୟ ଲକ୍ଷ୍ୟ ରହିଛି । ମ୍ୟାଚରେ ଶ୍ରୀଲଙ୍କା ପ୍ରଥମେ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ।ଫଳରେ ବୋଲିଂ କରିଥିଲା ଭାରତ । ହେଲେ ଭାରତୀୟ ବୋଲରଙ୍କୁ ସାମ୍ନା କରିପାରିନଥିଲା ଶ୍ରୀଲଙ୍କା ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ