Masthead

ଓଡ଼ିଆ ଅସ୍ମିତାର ଜାଗ୍ରତ ପ୍ରହରୀ ଗଣକବି ବୈଷ୍ଣବ ପାଣିଙ୍କ ପୂଣ୍ୟ ତିଥି

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ଗଣକବି ସ୍ମୁତି ସାଂସଦ ଏବଂ ଶରତ କର ଅନିମା କର ଫାଉଣ୍ଡେସନ ପକ୍ଷରୁ ଓଡ଼ିଆ ଗୀତିନାଟ୍ୟ ଜଗତର ଅପ୍ରତିଦ୍ବନ୍ଦୀ ସ୍ରଷ୍ଠା ଗଣକବି ବୈଷ୍ଣବ ପାଣିଙ୍କ ୬୮ ତମ ସ୍ମୁତି ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଜାତି ଏବଂ ଓଡ଼ିଆ ଭାଷାର ଅସ୍ମିତାକୁ ନେଇ ଲେଖନୀ ଚାଳନା କରିଥିବା ବୈଷ୍ଣବ ପାଣି ଚିର ବନ୍ଦନୀୟ । ଅନ୍ୟାୟ ଅତ୍ୟାଚାର ଏବଂ ଶୋଷଣ ବିରୁଦ୍ଧରେ ସାହିତ୍ୟ ମାଧ୍ୟମରେ ଜନ ଜାଗରଣ ସୃଷ୍ଟି କରୁଥିବା ଗଣକବିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଆହ୍ୱାନ ଦେଇଥିଲେ ।

ଗଣକବିଙ୍କ ଜନ୍ମମାଟି କୋଠପଦା ଠାରେ ଆୟୋଜିତ ଏହି ସଭାରେ ଶିକ୍ଷାବିତ ରତ୍ନାକର ମହାନ୍ତି, ଅଧ୍ୟାପକ ପ୍ରଫୁଲ୍ଲ ସ୍ୱାଇଁ, ସାମାଜିକକର୍ମୀ ରୁଦ୍ର ନାରାୟଣ ସିଂ, ରାମଚନ୍ଦ୍ର ମହାପାତ୍ର, ରାମଚନ୍ଦ୍ର ବେହେରା, ଶୁଭେନ୍ଦୁ ସାମଲ, ଅଖିଳେଶ ମହାନ୍ତି, ପ୍ରମୁଖ ଯୋଗଦେଇ ଓଡ଼ିଆ ସାହିତ୍ୟର କ୍ରାନ୍ତିଦ୍ରଷ୍ଟା ପୁରୁଷ ବୈଷ୍ଣବ ପାଣିଙ୍କ ସ୍ମୁତି ଚାରଣ ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା