Masthead

ଓଡ଼ିଶାରେ ୨୧ରୁ ୨୧ ଲୋକସଭା ଆସନ ଜିତିବ ବିଜେପି : ଧର୍ମେନ୍ଦ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଓଡ଼ିଶାରେ ଏବେ ପ୍ରଧାନମନ୍ତ୍ରୀ ମୋଦି ସବୁଠୁ ଲୋକପ୍ରିୟ ନେତା । ଓଡ଼ିଶାରେ ୨୧ରୁ ୨୧ ଲୋକସଭା ଆସନ ଜିତିବ ବିଜେପି । ପ୍ରେସ ମିଟ କରି ପ୍ରତିକ୍ରିୟା ରଖିଛନ୍ତି ଦୃଢକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ୨୦୦୪ରୁ ୨୦୧୪ କଂଗ୍ରେସ ଶାସନରେ ଓଡ଼ିଶାକୁ ପ୍ରାୟ ୩ଲକ୍ଷ କୋଟିର ଆର୍ଥିକ ଅନୁଦାନ ମିଳିଥିଲା । କିନ୍ତୁ ମୋଦିଙ୍କ ୧୦ ବର୍ଷ ଶାସନ କାଳରେ ୧୮ ଲକ୍ଷରୁ ଅଧିକ କୋଟି ଟଙ୍କା ଓଡ଼ିଶାର ଉନ୍ନତି ପାଇଁ ମୋଦୀ ସରକାର ପଠାଇଛନ୍ତି । ଆଉ ପ୍ରତିଦ୍ୱନ୍ଦ୍ୱୀମାନେ ଏହାକୁ ନେଇ ସନ୍ଦେହ କରୁଛନ୍ତି ।

ମୋଦୀ ସରକାରଙ୍କ ଏତେ ଆର୍ଥିକ ଅନୁଦାନ ପରେ ବି ଓଡ଼ିଶାର ବିକାଶ କାହିଁକି ହୋଇପାରୁନି? ବିକାଶର ବିଭିନ୍ନ ମାନକରେ ଓଡ଼ିଶା ତଳ ଆଡକୁ ରହୁଛି, ଯାହା ଓଡ଼ିଶାବାସୀ କେବେ ବରଦାସ୍ତ କରିବେନି । ଯେଉଁ ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ପ୍ରତିନିଧିତ୍ୱ କରୁଛନ୍ତି ଦୀର୍ଘ ୨୪ ବର୍ଷ ଧରି ସେହି ଜିଲ୍ଲା ଦାଦନର ପେଣ୍ଠ ପାଲଟିଛି, ଆଉ ଏଥର ଯେଉଁ ଦ୍ୱିତୀୟ ଆସନ କଣ୍ଟାବାଞ୍ଜିରୁ ଛିଡ଼ା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ତାହା ଦାଦନର ଦ୍ୱିତୀୟ ପେଣ୍ଠସ୍ଥଳ ବୋଲି ସିଧା ନିଶାନା କରିଛନ୍ତି ଧର୍ମେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି