Masthead

ଓଡିଶା ଆସିବେ ପ୍ରିୟଙ୍କା ଓ ରାହୁଲ, ୨୨ରେ କଂଗ୍ରେସର ରାଜ୍ୟକାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୨ ତାରିଖରେ ବସୁଛି କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା ତା ଉପରେ ନଜର । ଦୁଇ ଭେଟେରାନ ନେତାଙ୍କ ନିଲମ୍ବନ ପରେ ବସୁଛି ଏହି କାର୍ଯ୍ୟକାରିଣୀ ବୈଠକ ।

ମହମ୍ମଦ ମୋକିମ ଓ ଚିରଞ୍ଜିବୀ ବିଶ୍ୱାଳଙ୍କୁ ନିଲମ୍ବନ କରିଛି ଦଳ । ବୈଠକରେ ନିଲମ୍ବନ ଆଦେଶକୁ ନେଇ ହୋଇପାରେ ଆଲୋଚନା । ରାହୁଲ ଓ ପ୍ରିୟଙ୍କା ଗାନ୍ଧୀଙ୍କ ଓଡିଶା ଗସ୍ତକୁ ନେଇ ମଧ୍ୟ ହୋଇପାରେ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ